କଂଗ୍ରେସର ରାଷ୍ଟ୍ରୀୟ ମୁଖପାତ୍ର ହେଲେ ରାଜ୍ୟସଭା ସାଂସଦ ରଂଜୀବ ବିଶ୍ୱାଳ

କଂଗ୍ରେସର ରାଷ୍ଟ୍ରୀୟ ମୁଖପାତ୍ର ହେଲେ ରାଜ୍ୟସଭା ସାଂସଦ ରଂଜୀବ ବିଶ୍ୱାଳ

ଭୁବନେଶ୍ୱର : ରାଜ୍ୟସଭା ସାଂସଦ ତଥା ବରିଷ୍ଠ ନେତା ରଂଜୀବ ବିଶ୍ୱାଳଙ୍କୁ କଂଗ୍ରେସରେ ନୂତନ ଦାୟିତ୍ୱ ମିଳିଥିବା ଜଣାପଡ଼ିଛି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସାଂସଦ ରଂଜୀବ ବିଶ୍ୱାଳଙ୍କୁ କଂଗ୍ରେସର ରାଷ୍ଟ୍ରୀୟ ମୁଖପାତ୍ର ଭାବେ ନିଯୁକ୍ତି ଦେଇଥିବା ଜଣାପଡ଼ିଛି ।

Leave a Reply

Your email address will not be published.