ବିଜେଡ଼ି ପକ୍ଷରୁ ଶଶୀ ଭୂଷଣ ବେହେରାଙ୍କ ପ୍ରାର୍ଥୀପତ୍ର ଦାଖଲ

କେନ୍ଦ୍ରାପଡ଼ା, (ଓଏନ୍ଏସ୍): ଶେଷରେ ଅର୍ଥମନ୍ତ୍ରୀ ଶଶୀ ଭୂଷଣ ବେହେରାଙ୍କୁ ବିଜେଡ଼ି କେନ୍ଦ୍ରାପଡ଼ା ବିଧାନସଭା ଆସନରେ ପ୍ରାର୍ଥୀ କରିଛି । ନାମାଙ୍କନ ପତ୍ର ଦାଖଲର ଶେଷ ଦିନରେ ଶ୍ରୀ ବେହେରା ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନାମାଙ୍କନ ପତ୍ର ଦାଖଲ ବେଳେ ତାଙ୍କ ସହିତ ବିଜେଡ଼ିର ଅନେକ ନେତା, କର୍ମୀ ଓ ସମର୍ଥକ ଉପସ୍ଥିତ ଥିଲେ ।

Leave a Reply

Your email address will not be published.