ଗୋବରୀ ନଦୀବନ୍ଧ ଯୋଜନା କାର୍ଯ୍ୟକାରୀ ହେଉ

ମହାକାଳପଡ଼ା/ରାଜନଗର, (ଆଇଏନ୍ଏସ୍): ମହାକାଳପଡ଼ା ବ୍ଲକର ବେଣାକନ୍ଦା ଠାରୁ ତନ୍ତିଆପାଳ ପର୍ଯ୍ୟନ୍ତ ୧୩ କି.ମି. ଗୋବରୀ ନଦୀବନ୍ଧ ଯୋଜନା କାର୍ଯ୍ୟକାରୀ ପାଇଁ ୨୮ବର୍ଷ ତଳେ ନିଷ୍ପତି ନିଆଯାଇଥିଲା । ଏହି ଯୋଜନା କାର୍ଯ୍ୟକାରୀ ହେଲେ ରାଜନଗର, ପଟ୍ଟାମୁଣ୍ଡାଇ ଓ ମହାକାଳପଡ଼ା ବ୍ଲକ୍ର କେତେକ ଅଂଚଳକୁ ମିଠା ଜଳ ଯୋଗାଇ ବର୍ଷ ତମାମ ଚାଷ କାର୍ଯ୍ୟକୁ ସହଜ କରା ଯାଇପାରନ୍ତା । ଏଣୁ ତୁରନ୍ତ ଏହି ଯୋଜନା କାର୍ଯ୍ୟକାରୀ କରିବାକୁ ସାଧାରଣରେ ଦାବି ହେଉଛି ।

Leave a Reply

Your email address will not be published. Required fields are marked *